ବସ୍ ଦୁର୍ଘଟଣା: ୭ ମୃତ,୨୫ ଆହତ
ସମ୍ଭଲ: ମର୍ମନ୍ତୁଦ ସଡକ ଦୁର୍ଘଟଣା। ଉତ୍ତର ପ୍ରଦେଶର ସମ୍ଭଲ ଜିଲ୍ଲାର ଧନାରୀ ଥାନରେ ଏନଏଚ ୫୦୯ରେ ବସ୍ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି…