ଦେଢ଼ ଲକ୍ଷ ଓଡ଼ିଆ ରାଜ୍ୟ ବାହାରେ: ଗୃହ…
ଭୁବନେଶ୍ବର: ମହାମାରୀ କରୋନାର ମୁକାବିଲା କରିବା ପାଇଁ ସାରା ଦେଶ ଏପ୍ରିଲ ୧୪ ଯାଏ ଲକ ଡାଉନ୍। ଲକଡାଉନ ହେବା ଫଳରେ ରାଜ୍ୟ ବାହାରେ ଫସି ରହିଛନ୍ତି ଦେଢ଼ ଲକ୍ଷ ଓଡ଼ିଆ। ଆଜି ପ୍ରବାସୀ ଓଡ଼ିଆ ଶ୍ରମିକଙ୍କ ସ୍ଥିତି ନେଇ ଲୋକସେବା ଭବନରେ ସମୀକ୍ଷା ବୈଠକ ହୋଇଥିବା ବେଳେ ଏଭଳି ତଥ୍ୟ ସାମ୍ନାକୁ ଆସିଛି। ମୁଖ୍ୟ…