ଓଡ଼ିଶା ସତ୍ୟବାଦୀ ବିଧାୟକଙ୍କୁ କରୋନା ଭୁବନେଶ୍ୱର: ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିବାରେ ଲାଗିଛି। ବିଧାୟକଙ୍କଠାରୁ ଆରମ୍ଭ କରି ମନ୍ତ୍ରୀ ଧିରେ ଧିରେ ଏହାର କବଜାକୁ ଆସିବାରେ ଲାଗିଛନ୍ତି। ଏହାରି ମଧ୍ୟରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ କରୋନାରେ ସଂକ୍ରମିତ ହୋଇଛନ୍ତି।…