ଷ୍ଟେଟ୍ବ୍ୟାଙ୍କ ବଦଳାଇଲା ସୁଧହାର,…
ନୂଆଦିଲ୍ଲୀ: କମିଲା ସୁଧହାର। ଭାରତର ସର୍ବବୃହତ୍ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସ୍ବିଆଇ) ବୁଧବାର ସେଭିଂସ୍ ଡିପୋଜିଟ୍ ଉପରେ ସୁଧହାର ହ୍ରାସ କରିଛି। ସ୍ଥାୟୀ ଜମାରେ ମଧ୍ୟ ସୁଧ ହ୍ରାସ କରିଥିବା ଘୋଷଣା କରିଛି ଏସ୍ବିଆଇ। ଆରବିଆଇ ବ୍ୟାଙ୍କ ମାନଙ୍କ ପାଇଁ ଲାଗୁ କରୁଥିବା…