ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତାରେ…
ଓଏଲ୍ ବ୍ୟୁରୋ: ଶେଷ ହୋଇଛି ଖରା ଛୁଟି। ଆଉ ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ, ସ୍କୁଲ ଖୋଲିବାକୁ ସ୍ଥିର ହୋଇଥିଲା। କିନ୍ତୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାରୁ ସ୍କୁଲ ଖୋଲିବ କି ନାହିଁ, ତାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଥିବାବେଳେ ଏନେଇ ଶିକ୍ଷାମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ଏବେ ସ୍କୁଲ…