Odisha Link
Bridging the Missing Links in Odisha
Browsing Tag

School

ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ

ଓଏଲ୍‌ ବ୍ୟୁରୋ: ଏପ୍ରିଲ ୩ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ୨୦୨୩-୨୪ ଶିକ୍ଷା ବର୍ଷ। ସେହିପରି ୩ ତାରିଖରୁ ୮ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକରେ ନାମଲେଖା ପ୍ରକ୍ରିୟା ଶେଷ ହେବ ବୋଲି ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ବାହାରିଛି। ସେହିପରି ଏପ୍ରିଲ ୧୧ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ସକାଳୁଆ ହେବ।…

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଓଏଲ୍‌ ବ୍ୟୁରୋ: ରାଜ୍ୟରରେ ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ଏପରିକି ରାଜ୍ୟର କିଛି ସ୍ଥାନରେ ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି ତାପମାତ୍ରା। ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ। ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ…

୧୪ରେ କେଜିରୁ ୭ମ ପିଲା ଯିବେ ସ୍କୁଲ

ଓଏଲ୍‌ ବ୍ୟୁରୋ: ୨ ବର୍ଷ ପରେ ସ୍କୁଲ ଯିବେ କେଜିରୁ ୭ମ ଶ୍ରେଣୀ ପିଲା। ଏନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ ମହାମାରୀ କରୋନା ସଂକ୍ରମଣରେ କ୍ରମଶଃ ଅଙ୍କୁଶ ଲାଗୁଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ଶିକ୍ଷାନୁଷ୍ଠାନରେ ପାଠପଢ଼ା ସ୍ବାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା…

୧୦ରୁ ସମସ୍ତ ବିଶ୍ବବିଦ୍ୟାଳୟ, କଲେଜ ବନ୍ଦ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ କରୋନା ସଂକ୍ରମଣ। ୭ ମାସ ପରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୦୩ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ରାଜ୍ୟ ସରକାରଙ୍କ ପାଇ ଚିନ୍ତାର ବିଷୟ ପାଲଟିଛି। ଏସବୁ ମଧ୍ୟରେ ରାଜ୍ୟ ସରକାର ନେଇଛନ୍ତି ବଡ଼ ନିଷ୍ପତ୍ତି। କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ…

ଜାନୁଆରୀ ୩ରୁ ଖୋଲିବ ପ୍ରଥମରୁ-୫ମ ଶ୍ରେଣୀ

ଭୁବନେଶ୍ବର: ଦେଶରେ ଓମିକ୍ରନ୍‌ ମାମଲା ବଢ଼ୁଥିବା ବେଳେ ପ୍ରଥମରୁ ୫ମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ଘୋଷଣା କରିଛନ୍ତି ସରକାର। ରାଜ୍ୟରେ ଥିବା ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ୨୭ ହଜାର ବିଦ୍ୟାୟକୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ ତାରିଖରୁ ୮…

ଓମିକ୍ରନ୍‌ ଭୟ: ସ୍କୁଲ, ସିନେମା ହଲ୍‌…

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି ଓମିକ୍ରନ୍‌ ସଂକ୍ରମଣ। ଏଥିସହିତ ରାଜଧାନୀ ଦିଲ୍ଲୀରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ଦିଲ୍ଲୀ ସରକାର ନେଇଛନ୍ତି ବଡ଼ ନିଷ୍ପତ୍ତି। ଓମିକ୍ରନ୍‌ ସଂକ୍ରମଣକୁ ନଜରରେ ରଖି ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାର ୟେଲୋ…

ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର…

ଭୁବନେଶ୍ବର: ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ। ତୁମେମାନେ ବଡ ବଡ ସ୍ବପ୍ନ ଦେଖ । ତୁମ ଭିତରେ ଥିବା ବିପୁଳ ପ୍ରତିଭାକୁ ଉପଯୋଗ କରି ସ୍ବପ୍ନକୁ ସାକାର କର । ତୁମର ସଫଳତା ଆମ ସମାଜର ଗୌରବ। ବିଦ୍ୟାଳୟର ଗୌରବ। ପରିବାରର ଗୌରବ। ତେଣୁ ତୁମ ଜୀବନର ଲକ୍ଷ୍ୟ ପୂରଣ ହେବା ପର୍ଯ୍ୟନ୍ତ ପରିଶ୍ରମ…

ଆମ ଓଡ଼ିଶାର ପିଲାମାନେ କାହା ଠାରୁ କମ୍…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ ଆଜି ଦ୍ବିତୀୟ ପର୍ଯ୍ୟାୟରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ସୂଚନାଯୋଗ୍ୟ ଯେ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ…

ଅଗଷ୍ଟ ୧୬ରୁ ଆରମ୍ଭ ହେବ ନବମ ଶ୍ରେଣୀ…

ଭୁବନେଶ୍ବର: ଆସିଲା ବଡ଼ ଖବର। ରାଜ୍ୟ ସରକାର ଗୁରୁବାର ନେଇଛନ୍ତି ବଡ଼ ନିଷ୍ପତ୍ତି। ପୂର୍ବରୁ ଦଶମ ଓ ଏକାଦଶ କ୍ଲାସ୍‌ ଖୋଲିଥିଲା। ଏବେ ଖୋଲିବ ୯ମ ଶ୍ରେଣୀ। ଅଗଷ୍ଟ ୧୬ ତାରିଖରୁ ଆରମ୍ଭ ହେବ ୯ମ ଶ୍ରେଣୀ କ୍ଲାସ। ସକାଳ ୯ଟାରୁ ଦିନ ୧୨ଟା ୩୦ ପର୍ଯ୍ୟନ୍ତ ଚାଲିବ କ୍ଲାସ। କୋଭିଡ୍‌ କଟକଣା ମଧ୍ୟରେ କ୍ଲାସ…

ସରକାରୀ ସ୍କୁଲରେ ହେବ ଇ-ଉପସ୍ଥାନ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ସ୍କୁଲ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଇ-ଉପସ୍ଥାନ ମାଧ୍ୟମରେ କରାଯିବ। ଏହି ଆପ ମାଧ୍ୟମରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉପସ୍ଥାପନ ଅନଲାଇନ ମାଧ୍ୟମରେ ଜାଣିବା ସହ ସେମାନେ କି ପ୍ରକାର ମାଧ୍ୟମ ଯଥା-ସ୍ମାର୍ଟ ଫୋନ, କମ୍ପୁ୍ୟଟର, ସାଧାରଣ ମୋବାଇଲ ଫୋନ ବ୍ୟବହାର…