ପୁଲିସ ବାବୁଙ୍କ ପରକୀୟା ପ୍ରୀତି: ଭିଡିଓ…
ଭୁବନେଶ୍ବର: ବାହାଘରକୁ ୧୭ ବର୍ଷ ହେଲାଣି। ଘରେ ସ୍ତ୍ରୀ ଓ ପୁଅ ବି ଅଛନ୍ତି। ହେଲେ ପରକୀୟା ପ୍ରୀତିରେ ଉବୁଟୁୁବୁ ପୁଲିସ ବାବୁ। ନିଜ ପରିବାର ଥାଉ ଥାଉ ବିଭାଗର ମହିଳା ଇନ୍ସପେକ୍ଟରଙ୍କ ପ୍ରେମରେ ଭାସୁଛନ୍ତି ମହାଶୟ। ପ୍ରେମରେ ଏତେ ମୁତଆଲା ହୋଇ ଯାଇଛନ୍ତି ଯେ, ସ୍ତ୍ରୀଙ୍କଠୁ ଅଲଗା ହେବାକୁ କୋର୍ଟର…