କୂଳ ଲଂଘିଲା ସମୁଦ୍ର, ଜନବସତି ଆଡ଼କୁ ମାଡ଼ି…
ଜଗତସିଂହପୁର: କୂଳ ଲଂଘିଲା ସମୁଦ୍ର। ଜନବସତି ଆଡ଼କୁ ମାଡ଼ି ଆସିଲା ସମୁଦ୍ର। ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍ ଶିଆଳି ନିକଟରେ ଆଜି ଜନବସତି ଆଡ଼କୁ ପ୍ରାୟ ୧୦୦ ମିଟର ମାଡ଼ି ଆସିଛି ସମୁଦ୍ର ଜଳ। ଯାହାରିଫଳରେ ସମୁଦ୍ର ନିକଟବର୍ତ୍ତୀ ଫଳରେ ପଦ୍ମପୁର,ଶିଆଳି, ରାମତରା ଓ କଳାବେଦୀ ଆଦି ଗାଁର ଲୋକ ମାନେ…