କ୍ରିକେଟ ମହାକୁମ୍ଭ ୨୦୧୯: ସେମିଫାଇନାଲ…
ନୂଆଦିଲ୍ଲୀ: କ୍ରିକେଟ ମହାକୁମ୍ଭ ୨୦୧୯ର ୩୦ ତମ ମ୍ୟାଚ ପାକିସ୍ତାନ ଓ ସାଉଥ ଆଫ୍ରିକା ମଧ୍ୟରେ ଖେଳାଯାଇଥିଲା। ଏହି ମୁକାବିଲାରେ ସାଉଥ ଆଫ୍ରିକାକୁ ହରାଇ ପାକିସ୍ତାନ ବିଜୟୀ ହୋଇଛି। ବର୍ତ୍ତମାନ କ୍ରିକେଟ ମହାକୁମ୍ଭର ଦ୍ବାଦଶ ସଂସ୍କରଣର ପ୍ରାୟ ଅଧାରୁ ଅଧିକ ଲିଗ୍ ମ୍ୟାଚ ଶେଷ ହୋଇ ସାରିଲାଣି। ତେବେ…