ମାର୍ଚ୍ଚ ପହିଲାରୁ ବୟସ୍କଙ୍କୁ ଦିଆଯିବ…
ନୂଆଦିଲ୍ଲୀ: କରୋନା ଟିକାକରଣକୁ ନେଇ ଆଜି ଏକ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଆସନ୍ତା ମାର୍ଚ୍ଚ ପହିଲାରୁ ବୟସ୍କ ଲୋକଙ୍କୁ ଦିଆଯିବ କରୋନା ଟିକା। ଏନେଇ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭେଦକର ପ୍ରେସ୍ ମିଟ୍ କରି ସୂଚନା ଦେଇଛିନ୍ତି। ମାର୍ଚ୍ଚ ୧ରୁ ୬୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ଟିକାକରଣ…