ସେରମ୍ ଇନଷ୍ଟିଚ୍ୟୁଟ୍ ସିଇଓଙ୍କୁ ୱାଇ+…
ମହାରାଷ୍ଟ୍ର: ସେରମ୍ ଇନଷ୍ଟିଚ୍ୟୁଟ୍ ସିଇଓଙ୍କୁ ୱାଇ+ ସୁରକ୍ଷା। କେନ୍ଦ୍ର ସରକାର ସେରମ ଇନଷ୍ଟିଚ୍ୟୁଟର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଅଦାର ପୁନାୱାଲାଙ୍କୁ ୱାଇ+ ସୁରକ୍ଷା ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ଗୃହମନ୍ତ୍ରଣାଳୟ ଭବିଷ୍ୟତରେ ବିପଦକୁ ନଜରରେ ରଖି ଏନେଇ ଆଦେଶ ଜାରି କରିଛନ୍ତି।…