ଶାରୀରିକ ସଂପର୍କ ରଖିଲେ ମିଳିବ ଘର !
କଳାହାଣ୍ଡି: ଶାରୀରିକ ସଂପର୍କ ରଖିଲେ ମିଳିବ ଘର। ସରକାର ଗରିବ ଓ ଅସହାୟଙ୍କ ପାଇଁ ଆବାସ ଯୋଜନା ଆରମ୍ଭ କରିଥିବା ବେଳେ ଏହି ଯୋଜନାରେ ସାମିଲ ହେବା ପାଇଁ ଶାରୀରିକ ସମ୍ପର୍କ ରଖିବାକୁ କୁହାଯାଉଥିବା ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲ୍ଲା ସାଲେପାଲି ପଞ୍ଚାୟତର କଛାରପାଲି ସରପଞ୍ଚ ବିରୋଧରେ ଏପରି ସଙ୍ଗିନ…