‘ଆମ ହସ୍ପିଟାଲ’ ଯୋଜନାରେ…
ଓଏଲ୍ ବ୍ୟୁରୋ : ରାଜ୍ୟରେ ସ୍ୱାସ୍ଥ୍ୟ ସମସ୍ୟାକୁ ଦୂର କରିବା ପାଇଁ 'ଆମ ହସ୍ପିଟାଲ' ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରିକରଣ କାର୍ଯ୍ୟ କରାଯିବ ବୋଲି ସୂଚନା ମିଳିଛି। ଆମ ହସ୍ପିଟାଲ ଯୋଜନା ପାଇଁ ସରକାର ୭୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରିଛନ୍ତି। ବିଗତ…