Odisha Link
Bridging the Missing Links in Odisha
Browsing Tag

Ship

ସ୍ୱଦେଶ ଫେରିଲେ ଓଡ଼ିଆ ଇଞ୍ଜିନିୟରଙ୍କ ସହ…

ନୂଆଦିଲ୍ଲୀ: କରୋନା ଆକ୍ରାନ୍ତ ସନ୍ଦେହରେ ଜାପାନ ବନ୍ଦରରେ ଫସି ରହିଥିବା ୧୧୯ ଜଣ ଭାରତୀୟ ଆଜି ସ୍ୱଦେଶ ଫେରିଛନ୍ତି। ସେମାନଙ୍କୁ ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଜରିଆରେ ଜାପାନାର ଟୋକିଓରୁ ଦିଲ୍ଲୀକୁ ଅଣାଯାଇଛି। ଏଥସହ ଡାଇମଣ୍ଡ ପ୍ରିନସେସ୍ ଜାହାଜରେ ଫସି ରହିଥିବା ଓଡ଼ିଆ ଇଞ୍ଜିନିୟର ଶିବାଶିଷ ନାୟକ…

ଜାହାଜ ମାଲିକଙ୍କୁ ନୋଟିସ

ଚିଲିକା : ଚିଲିକା ନିକଟ ରାଜହଂସରେ ଫସି ରହିଥିବା ମାଲେସୀୟ ଜାହାଜ ‘ଜିନ ୱା’ର ମାଲିକଙ୍କୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଛି। ଆସନ୍ତା ୨ ଦିନ ମଧ୍ୟରେ ଜାହାଜରୁ ତେଲ ବାହାର କରିବାକୁ ନୋଟିସରେ ନିଦେ୍ର୍ଧଶ ଦିଆଯାଇଛି। ଏହାଛଡ଼ା ଆସନ୍ତା ୭ ଦିନ ମଧ୍ୟରେ ପୁରୀ ସମୁଦ୍ର କୂଳ…