ନଭେମ୍ବର ୧୦ରୁ ‘ଅନ୍ତର୍ଜାତୀୟ ଶ୍ରୀ…
ଓଏଲ୍ ବ୍ୟୁରୋ:କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ନଭେମ୍ବର ୧୦ ଓ ୧୧ ତାରିଖରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଦୁଇଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’ ଆୟୋଜିତ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟକ୍ରମକୁ ଉଦ୍ଘାଟନ…