ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ…
ନୂଆଦିଲ୍ଲୀ : ଓଡିଶାର ରେଳ ଭିତିଭୂମିର ବିକାଶ ପାଇଁ ଚଳିତ ୨୦୨୦-୨୧ ଆର୍ଥିକ ବର୍ଷରେ କେନ୍ଦ୍ର ରେଳ ବଜେଟରେ ଓଡିଶାକୁ ୪ ହଜାର ୩୭୩ କୋଟି ଟଙ୍କା ଅନୁଦାନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରେଳମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ସାମାଜିକ ଗଣମାଧ୍ୟମରେ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ…