Odisha Link
Bridging the Missing Links in Odisha
Browsing Tag

Siksha O Anusandhan

ସମ୍‌ ଶିଶୁରୋଗ ବିଭାଗ ପକ୍ଷରୁ କୁଇଜ୍‌…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗ ପକ୍ଷରୁ ପୋଷ୍ଟ ଗ୍ରାଜୁଏଟ୍‌ ଛାତ୍ରଛାତ୍ରୀଙ୍କ ନିମନ୍ତେ ୧୬ତମ ଆଇଏପି ଜୋନାଲ୍‌ (ଇଷ୍ଟଜୋନ୍‌) କୁଇଜ୍‌ ପ୍ରତିଯୋଗିତା ୨୦୨୨ ଆୟୋଜିତ ହୋଇଯାଇଛି।…

ସୋଆରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସୋମବାର ଦିନ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି। ସୋଆ ଉପସଭାପତି ଶାସ୍ୱତୀ ଦାସଙ୍କ ଉପସ୍ଥିତିରେ କାର୍ଯ୍ୟରତ ମହିଳାମାନେ ଏହି ଦିବସକୁ ପାଳନ କରିଛନ୍ତି। ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟରେ ଏହି ଦିବସକୁ କେକ୍ କାଟି ପାଳନ କରାଯାଇଥିଲା।…

ସମୟର ଆହ୍ୱାନ ସତ୍ୱେ ଶିକ୍ଷକ-ଛାତ୍ରଙ୍କ…

ଭୁବନେଶ୍ୱର: ସୁଯୋଗକୁ ବ୍ୟବହାର କରି ସବୁ ପରିସ୍ଥିତିରୁ ଶିକ୍ଷା ଗ୍ରହଣ କରିବା ଉଚିତ୍। କାରଣ ଅଭିଜ୍ଞତା ମନୁଷ୍ୟର ସବୁଠାରୁ ଶ୍ରେଷ୍ଠ ଶିକ୍ଷକ ବୋଲି କହିଛନ୍ତି ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ତଥା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର…

ଷ୍ଟାନ୍‌ଫୋର୍ଡ ବିଶ୍ୱ ଶ୍ରେଷ୍ଠ ୨…

ଭୁବନେଶ୍ୱର: ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନର ଆଉ ୪ ଜଣ ବିଶିଷ୍ଟ ଗବେଷକଙ୍କ ନାମ ସ୍ଥାନ ପାଇଛି । ୟୁଏସ୍‌ଏର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକା ପ୍ରସ୍ତୁତ କରାଯାଇଥିବା ବେଳେ ଏହି ର‌୍ୟାଙ୍କିଙ୍ଗ୍‌ରେ ଓଡ଼ିଶା…

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନର ଗବେଷକ ପ୍ରଫେସର ଲାଲା ବିହାରୀ ଶୁକ୍ଲାଙ୍କ ନାମ ଆମେରିକାର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରକାଶିତ ବିଶ୍ୱର ଶ୍ରେଷ୍ଠ ଦୁଇ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିଷୟବସ୍ତୁ ଆଧାରରେ ବିଶ୍ଳେଷଣ…

ଶିକ୍ଷା ଓ ଅନୁସନ୍ଧାନ: ବିଶ୍ୱ କଲ୍ୟାଣ…

ଭୁବନେଶ୍ବର: ଦୁଇ ଦଶନ୍ଧି ପୂର୍ବେ ଭୁବନେଶ୍ୱରରେ "ଶିକ୍ଷା ଓ ଅନୁସନ୍ଧାନ ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ"ର ଏକ ନମ୍ର ଅୟମାରମ୍ଭ ହୋଇଥିଲା। ଏହି ସମୟ ମଧ୍ୟରେ ସୋଆ ନାମରେ ବେଶ୍ ପରିଚିତ ହୋଇଥିବା ଏହି ଡିମ୍‌ଡ ବିଶ୍ୱବିଦ୍ୟାଳୟ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ନିଜର ଉତ୍କର୍ଷ ନିମନ୍ତେ ଏକ ସ୍ୱତନ୍ତ୍ର…

କରୋନା ପାଇଁ ସମର୍ପିତ ରାଜ୍ୟର…

ଭୁବନେଶ୍ୱର: ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ଏଠାରେ ଆରମ୍ଭ ହୋଇଥିବା ରାଜ୍ୟର ବୃହତମ କୋଭିଡ-୧୯ ହସ୍ପିଟାଲ "ସମ୍ କୋଭିଡ ହସ୍ପିଟାଲ୍" ସମେତ ଅନ୍ୟ ଦୁଇଟି ଅତ୍ୟାଧୁନିକ ହସ୍ପିଟାଲ୍ ଏବେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବେଶ ପ୍ରସିଦ୍ଧି ଲାଭ କରିଛି।…