ଆଜିଠୁ ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ୍…
ଭୁବନେଶ୍ୱର: ଆଜିଠୁ ସାରା ରାଜ୍ୟରେ ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ୍ ବ୍ୟାନ୍। ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ୍ର ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷେଧ କରିବାକୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶନାମା ଅନୁସାରେ କୌଣସି ବ୍ୟକ୍ତି…