ସୋଆ ଏନ୍ଏସ୍ଏସ୍ର ମୁଖ କର୍କଟ ସଚେତନତା…
ଭୁବନେଶ୍ୱର: ମୁଖ ଗହ୍ୱର କର୍କଟ ରୋଗ ସଚେତନତା ପାଇଁ ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୁଧବାର ଏକ ୱେବିନାର୍ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସୋଆ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍ସେସ୍ ର ପ୍ରଫେସର ସତ୍ୟରଞ୍ଜନ
ମିଶ୍ର “ତମାଖୁ, ପାଟିର ଖଳନାୟକ” ଶୀର୍ଷକ ଆଲୋଚନା କରିଥିଲେ।
ମୁଖ…