କୋଭିଡ ଭଳି ଆହ୍ୱାନର ସାମ୍ନା କରିବା ପାଇଁ…
ଭୁବନେଶ୍ୱର : କୋଭିଡ ଭଳି ସମସ୍ୟାକୁ ମାନବ ସମାଜ ବାରମ୍ବାର ସାମ୍ନା କରିବାର ଯଥେଷ୍ଟ ସମ୍ଭାବନା ରହିଥିବା ବେଳେ ଏହାକୁ ସାମ୍ନା କରିବା ସହ ମୁକାବିଲା କରିବା ନିମନ୍ତେ ବୈଜ୍ଞାନିକମାନେ ପ୍ରସ୍ତୁତ ରହିବା ଉଚିତ୍ ବୋଲି ଶୁକ୍ରବାର ଜଣେ ଗବେଷକ କହିଛନ୍ତି। କୋଭିଡ୍ ୧୯ ଭଳି ସ୍ୱାସ୍ଥ୍ୟ ସମସ୍ୟା ଆଗକୁ ମଧ୍ୟ…