ଏନସିବି ହେପାଜତରେ ସୌଭିକ ଚକ୍ରବର୍ତ୍ତୀ ଓ…
ମୁମ୍ବାଇ : ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଆଜି ସକାଳୁ ସୁଶାନ୍ତଙ୍କ ବାନ୍ଧବୀ ରିୟା ଚକ୍ରବର୍ତ୍ତୀଙ୍କ ଘରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ରେଡ଼୍ କରିଛି। ଡ୍ରଗ୍ସ ଲିଙ୍କ୍ ଅଭିଯୋଗରେ ମୁମ୍ବାଇ ପୁଲିସ ଓ ନାର୍କୋଟିକ୍ସ କଣ୍ଟ୍ରୋଲ…