ସୁସ୍ଥ ହୋଇ ଘରକୁ ଫେରିଲେ ଗାଙ୍ଗୁଲି
କୋଲକାତା: ଗୁରୁବାର ଦିନ ଉଡ୍ଲାଣ୍ଡ୍ ହସ୍ପିଟାଲ୍ରୁ ଡିସ୍ଚାର୍ଜ ହୋଇ ଘରକୁ ଫେରିଲେ ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି।
ସେ ଦୀର୍ଘ ପାଞ୍ଚ ଦିନ ଧରି ହସ୍ପିଟାଲ୍ରେ ଚିକିତ୍ସିତ ହୋଉଥିଲେ। ହସ୍ପିଟାଲ୍ରୁ ଡିସ୍ଚାର୍ଜ ହେବା ପରେ ଗାଙ୍ଗୁଲି…