ତୀର୍ଥଯାତ୍ରୀଙ୍କ ପାଇଁ ଚାରିଧାମକୁ ଗଡ଼ିବ…
ଓଏଲ୍ ବ୍ୟୁରୋ: ତୀର୍ଥଯାତ୍ରୀଙ୍କ ପାଇଁ ଖୁସି ଖବର l ଓଡିଶାରୁ ଚାରିଧାମକୁ ଗଡ଼ିବ ତୀର୍ଥଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ବସ । ସ୍ୱଳ୍ପ ଦରରେ ଚାରିଧାମ ବୁଲିପାରିବେ ଶ୍ରଦ୍ଧାଳୁ । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । ଓଡିଶାରୁ ଅଯୋଧ୍ୟ, ତିରୁପତି, ମଥୁରା ଓ ବୃନ୍ଦାବନ ଭଳି ବିଭିନ୍ନ…