ଏଣିକି ଛେପ ପକାଇଲେ ତଣ୍ଡ
ଭୁବନେଶ୍ବର: ମହାମାରୀ କରୋନା ଭାଇରସ୍ର ମୁକାବିଲା କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଜନତା କିଭଳି ସୁରକ୍ଷିତ ଏବଂ କରୋନା ମୁକ୍ତ ରହିବେ ସେଥିପ୍ରତି ବିଶେଷ ଗୁରୁତ୍ୱ ଦିଉଛନ୍ତି ସରକାର। ଏହାରି ମଧ୍ୟରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏଣିକି ସର୍ବସାଧାରଣ…