ପୁରୀ ପରିକ୍ରମା ପ୍ରକଳ୍ପ ସମୀକ୍ଷା କଲେ…
ଓଏଲ୍ ବ୍ୟୁରୋ: ସକାଳୁ ସକାଳୁ ପୁରୀ ଗସ୍ତରେ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହିତ ପରିକ୍ରମା ପ୍ରକଳ୍ପ କାମ ତ୍ବରାନ୍ବିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ସମୟରେ ତାଙ୍କ ସହିତ…