ହେବ ନାହିଁ ଅଦିନିଆ ରଥଯାତ୍ରା
ପୁରୀ: ଡିସେମ୍ବର ୨୯ ତାରିଖରେ ଉତ୍ତରପ୍ରଦେଶର ଗାଜିଆବାଦରେ ଶ୍ରୀମଦ ନାରଦୀୟ ନିକୁଞ୍ଜ ଟ୍ରଷ୍ଟ ପକ୍ଷରୁ ହେବାକୁଥିବା ଅଦିନିଆ ରଥଯାତ୍ରା ଆଉ ହେବ ନାହିଁ। ଏହି ଦିନ ରାଧାକୃଷ୍ଣ ସତ୍ସଙ୍ଗ ଆୟୋଜନ ହେବ ବୋଲି ଟ୍ରଷ୍ଟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଟ୍ରଷ୍ଟର ସଭାପତି ବାବା ବଳରାମ ଓ ସଂପାଦକ ବାବା ଚୈତନ୍ୟ…