Odisha Link
Bridging the Missing Links in Odisha
Browsing Tag

SriNagar

ଶ୍ରୀନଗରରେ ଡ୍ରୋନ ବ୍ୟବହାର ଉପରେ କଟକଣା

ଶ୍ରୀନଗର: ଶ୍ରୀନଗରରେ ଡ୍ରୋନ ବ୍ୟବହାର ଉପରେ ଲାଗିଲା କଟକଣା। ଜାମ୍ମୁ ବିମାନବନ୍ଦରେ ଥିବା ବାୟୁସେନାର ଷ୍ଟେସନ ଉପରେ ଡ୍ରୋନ୍ ଦ୍ୱାରା ଆକ୍ରମଣର କିଛି ଦିନ ପରେ କଡା ଆଭିମୁଖ୍ୟ ଦେଖାଇଛି ଜମ୍ମୁକାଶ୍ମୀର ପ୍ରଶାସନ। ଶ୍ରୀନଗରରେ ଡ୍ରୋନ୍ ବ୍ୟବହାର ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି। ଏପରିକି ଏହି ଅଂଚଳରେ…

ଶ୍ରୀନଗରରେ ଏନ୍‌କାଉଣ୍ଟର: ୩ ଆତଙ୍କୀ…

ଶ୍ରୀନଗର: ଶ୍ରୀନଗରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର। ୩ ଆତଙ୍କୀ ନିହତ, ଦୁଇଜଣ ସିଆରପିଏଫ୍ ଅଫିସର ଆହତ। ଆଜି ସକାଳୁ ଶ୍ରୀନଗରର ବଡମଲନୁ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ଗୁଇନ୍ଦାସୂଚନା ମିଳିବା ପରେ ଆରମ୍ଭ ହୋଇଛି ଅପରେସନ। ଏହି ଅଞ୍ଚଳରେ ଆଖପାଖ ସ୍ଥାନକୁ ପୁରା କର୍ଡନ କରି ରଖିଛି ସେନା। ପ୍ରେତ୍ୟକ ଛକ…

ଆତଙ୍କବାଦୀଙ୍କ ଆକ୍ରମଣ; ୨ ଯବାନ ଶହୀଦ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ଶ୍ରୀନଗର ଅନ୍ତର୍ଗତ ନୱଗାଁଓରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ କରିଛନ୍ତି। ଏଡି ଆକ୍ରମଣରେ ୨ ଜଣ ଯବାନ ଶହୀଦ ହୋଇଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ନିମନ୍ତେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣ ପରେ ସମ୍ପୃକ୍ତ ଅଞ୍ଚଳକୁ…

ଆତଙ୍କବାଦୀ ଯବାନ ମୁହାଁମୁହିଁ ; ୨…

ଶ୍ରୀନଗର: ଅନନ୍ତନାଗ ଜିଲ୍ଲାର ସଙ୍ଗମ ସହର ଅନ୍ତର୍ଗତ ଗୁନ୍ଦ ବାବା ଖଲିଲ୍‌ ଠାରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଶନିବାର ରାତିରେ ଏନ୍‌କାଉଣ୍ଟର୍‌ ବେଳେ ସେମାନେ ନିହତ ହୋଇଥିବା ଜଣାପଡ଼ିଛି। ଦୁଇ ନିହତ ଆତଙ୍କବାଦୀ ‘ଲଶ୍କର୍‌-ଏ-ତୈବା’ ଆତଙ୍କବାଦୀ ସଙ୍ଗଠନର ସଦସ୍ୟ ଥିଲେ। ପୁଲିସ, ସିଆର୍‌ପିଏଫ୍‌…

ଶ୍ରୀନଗରରେ ଆତଙ୍କବାଦୀଙ୍କ ଆକ୍ରମଣ, ଜଣେ…

ଶ୍ରୀନଗର: ଶ୍ରୀନଗରରେ ସୁରକ୍ଷା କର୍ମୀଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ। ଆଜି ଶ୍ରୀନଗର ଅନ୍ତର୍ଗତ ଲାୱେପୋରା ଅଞ୍ଚଳ ପରିମପୋରାରେ ଥିବା ଚେକ ପୋଷ୍ଟ ନିକଟରେ ହଠାତ୍ ଆତଙ୍କବାଦୀମାନେ ସୁରକ୍ଷା କର୍ମୀଙ୍କ ଉପରେ ଆକ୍ରମଣ କରିଛନ୍ତି। ଫଳରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ…

ସିଆରପିଏଫ ଯବାନଙ୍କ ଉପରକୁ ଗ୍ରେନେଡ ମାଡ଼

ଶ୍ରୀନଗର: ଆଜି ଶ୍ରୀନଗରରେ କବଦରା ଅଞ୍ଚଳରେ ସିଆରପିଏଫ ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ସିଆରପିଏଫ ଯବାନଙ୍କ ଏକ ପାଟ୍ରୋଲିଂ ଟିମ୍‌ ଉପରକୁ ଆତଙ୍କବାଦୀମାନେ ଗ୍ରେନେଡ ମାଡ଼ କରିଛନ୍ତି। ଏହି ଘଟଣାରେ ଜଣେ ସ୍ଥାନୀୟ ନାଗରିକ ଆହତ ହୋଇଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା…

ଆତଙ୍କବାଦୀମାନଙ୍କୁ ଖୋଜି ଖୋଜି ମାର :…

ଶ୍ରୀନଗର : ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀମାନଙ୍କୁ ଖୋଜି ଖୋଜି ମାରିବା ପାଇଁ ଜାମ୍ମୁ ଓ କାଶ୍ମୀରର ପୁଲିସ ମହାନିର୍ଦ୍ଦେଶକ ଦିଲ୍‍ବାଗ ସିଂହ ନିର୍ଦ୍ଦେଶ ଦେଇଛନ୍ତି। ଆତଙ୍କବାଦୀମାନଙ୍କୁ ଖୋଜି ବାହାର କରିବା ପାଇଁ ତଲାସୀ ଓ ଘେରାବନ୍ଦୀ ଅଭିଯାନକୁ ଜୋର୍‍ଦାର କରିବାକୁ ସେ କହିଛନ୍ତି। ଅସ୍ଥିରତା…

ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ…

ଶ୍ରୀନଗର: ଜମ୍ମୁ-କଶ୍ମୀରର ଅନନ୍ତନାଗ ନିକଟସ୍ଥ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରୁ ବିପୁଳ ପରିମାଣର ଆଇଇଡି ଠାବ କରାଯାଇଛି। ଏତେ ପରିମାଣର ଆଇଇଡି ଠାବ ପରେ ଜାତୀୟ ରାଜପଥରେ ଗାଡ଼ି ମଟର ଚଳାଚଳକୁ ବନ୍ଦ କରି ଦିଆଯାଇଛି ଏବଂ ସମଗ୍ର ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି। ସୁରକ୍ଷାକର୍ମୀ ଓ ବୋମା ନିଷ୍କ୍ରୟ…

ଆଜି ଶ୍ରୀନଗର ଯିବେ ସେନା ମୁଖ୍ୟ

ନୂଆଦିଲ୍ଲୀ: ଧାରା ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀର ସ୍ଥିତିର ସମୀକ୍ଷା କରିବାକୁ ଆଜି ଶ୍ରୀନଗର ଯିବେ ସେନା ମୁଖ୍ୟ ଜେନେରାଲ ବିପିନ ରାୱତ। ଜାତୀୟ ସୁରକ୍ଷା଼ ପରାମର୍ଶଦାତା( ଏନଏସଏମ୍‌) ଅଜିତ ଡୋଭାଲଙ୍କ ପରେ ବିପିନ ରାୱତ ପ୍ରଥମ ସୁରକ୍ଷା ଅଧିକାରୀ ଯେକି ଜମ୍ମୁ କଶ୍ମୀର ଗସ୍ତ କରୁଛନ୍ତି। ଏବେ କାଶ୍ମୀରର…