ଲୋକାର୍ପିତ ହେଲା ରାଜ୍ୟର ପ୍ରଥମ ମହିଳା…
ଓଏଲ୍ ବ୍ୟୁରୋ : ମହିଳା ଉଦ୍ୟୋଗୀ ମାନଙ୍କ ଋଣ ସୁଧ ଫେରସ୍ତ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ। ରାଜ୍ୟର ୩୦ଟି ଜିଲ୍ଲାର ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ଏହି ସୁଧ ରିହାତି ପ୍ରଦାନ କରାଯାଇଛି। ୨୦୨୨ ଅପ୍ରେଲରୁ ଓ…