ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ…
ନୂଆଦିଲ୍ଲୀ: ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ ଅନୁମତି ବାଧ୍ୟତାମୂଳକ। ରାଜ୍ୟ ସରକାରଙ୍କ ବିନା ଅନୁମତିରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଯାଞ୍ଚ ନିର୍ଦ୍ଦେଶ ଦିଆଯାଇ ପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସିବିଆଇ ତଦନ୍ତ ପାଇଁ ଯେଉଁ ରାଜ୍ୟକୁ ଯିବାକୁ ଚାହିଁବେ ସେନେଇ ପ୍ରଥମେ…