ମହିଳାଙ୍କ ପାଇଁ ଖୁସି ଖବର, ସୁଭଦ୍ରା…
ଓଏଲ୍ ବ୍ୟୁରୋ: ଦୀପାବଳି ପୂର୍ବରୁ ମହିଳାଙ୍କ ପାଇଁ ଖୁସି ଖବର। ରାଜ୍ୟ କ୍ୟାବିନେଟରେ ସୁଭଦ୍ରା ଯୋଜନାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ସୁଭଦ୍ରା ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍ ନିଷ୍ପତ୍ତି। ବାଦ୍ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ପାଇଁ ନିଷ୍ପତ୍ତି ନେଇଛନ୍ତି…