ଫାଇଜରର ଫେଜ୍-୩ ପରୀକ୍ଷଣ, ୯୫ ପ୍ରତିଶତ…
ନୂଆଦିଲ୍ଲୀ: କରୋନା ମହାମାରୀକୁ ପ୍ରତିହତ କରିବାକୁ ଖୁବ୍ଶୀଘ୍ର ଆସିପାରେ ଆମେରିକା କମ୍ପାନୀ ଫାଇଜରର କରୋନା ଟିକା। ଫେଜ-୩ ଟ୍ରାଏଲ ଶେଷରେ ଏହି ଟିକା ୯୫ ପ୍ରତିଶତ ସଫଳ ହୋଇଥିବା କଂପାନୀ ଦାବି କରିଛି। ବୟସ୍କଙ୍କ କ୍ଷେତ୍ରରେ ମଧ୍ୟ ଏହି ଟିକା ପ୍ରୟୋଗ ଦ୍ୱାରା କୋଣସି ପାର୍ଶ୍ୱ ପ୍ରତିକ୍ରିୟା…