Odisha Link
Bridging the Missing Links in Odisha
Browsing Tag

Sujata Karthikeyan

୬ ମାସ ଛୁଟିରେ ଗଲେ ଆଇଏଏସ୍ ସୁଜାତା…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବା ପୂର୍ବରୁ ଛୁଟିରେ ଗଲେ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ସୁଜାତା କାର୍ତ୍ତିକେୟନ। ପିଲା ଯତ୍ନ ପାଇଁ ୬ମାସ ଛୁଟିରେ ଚର୍ଚ୍ଚିତ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ। ସୁଜାତା ହେଉଛନ୍ତି ବିଜୁ ଜନତା ଦଳର ଟାଣୁଆ ନେତା ଭି କାର୍ତ୍ତିକ…

ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନୂଆ…

ଓଏଲ୍ ବ୍ୟୁରୋ: ମିଶନ ଶକ୍ତି ବିଭାଗର ସଚିବ ସୁଜାତା ରାଉତ କାର୍ତ୍ତିର୍କେୟନଙ୍କୁ ଆଜି ରାଜ୍ୟ ସରକାର ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଶ୍ରୀମତୀ କାର୍ତ୍ତିକେୟନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ…

ରାଜନୀତିରେ ମିଶନ ଶକ୍ତି

ଓଏଲ୍‌ ବ୍ୟୁରୋ: ରାଜ୍ୟ ରାଜନୀତିରେ ରାଜ୍ୟ ସରକାରଙ୍କ ଦ୍ବାରା କରାଯାଇଥିବା ମିଶନ ଶକ୍ତି ଯୋଜନାକୁ ନେଇ ବହୁତ ଚର୍ଚ୍ଚା। ଶାସକ ବିଜେଡି ଦଳ ମିଶନ ଶକ୍ତି ଆସିବା ପରେ ମା' ମାନଙ୍କ କିଭଳି ଉନ୍ନତି ହୋଇଛି କହି ବିକାଶର ବାର୍ତ୍ତା ଦେଉଥିବା ବେଳେ ବିରୋଧୀ ବିଜେପି ଓ କଂଗ୍ରେସ ମିଶନ ଶକ୍ତି ମହିଳାଙ୍କୁ…

ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି…

ଓଏଲ୍‌ ବ୍ୟୁରୋ: ମିଶନ ଶକ୍ତି ଆଜି ଓଡ଼ିଶାର ୭୦ ଲକ୍ଷରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି । ଏଥି ନିମନ୍ତେ ମହିଳାମାନଙ୍କୁ ୬ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀରେ ସଂଗଠିତ କରି ରୋଜଗାରଭିତ୍ତିକ କାର୍ଯ୍ୟକ୍ରମ ଏବଂ ବିଭିନ୍ନ ସରକାରୀ ଯୋଜନାରେ ସଂପୃକ୍ତ କରାଇ ସଶକ୍ତ କରାଯାଉଛି । ନିରନ୍ତର…

‘ମା’ ମାନେ ଘରର ପୋଲିସ:…

ଭୁବନେଶ୍ବର: ମହାମାରୀ କରୋନା ଭାଇରସର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ହେଲେ ମହାମାରୀ କରୋନା ବିରୋଧୀ ଲଢେଇରେ ମିଶନ ଶକ୍ତିର ମହିଳାଙ୍କ ଅବଦାନ ବି ବେଶ ଗୁରୁତ୍ୱପୂର୍ଣ୍ଣ। ଡାକ୍ତର, ପୋଲିସ ଭଳି ସେମାନେ ବି ଏ ବିପଦ ବେଳେ ସମାଜ ସେବା କରିବାକୁ ଆଗେଇ ଆସିଛନ୍ତି। ଘରୁ…