ଭୁଶୁଡ଼ିଲା ନିର୍ମାଣାଧୀନ ପୋଲ
ବଲାଙ୍ଗୀର: ବଲାଙ୍ଗିର ସ୍ଥିତ ପାଟଣାଗଡ଼ ବ୍ଲକ ତମିଆଁ ମୁଦଲସରେରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସେଠାରେ ୨୦୧୫ମସିହାରେ ସୁକତେଲ ନଦୀ ଉପରେ ନିର୍ମାଣ କରାଯାଇଥିବା ବ୍ରିଜ ଭୁଶୁଡ଼ି ୨ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ଏହାସହ ଜଣେ ଗୁରୁତର ଭାବେ ଆହତ ହୋଇଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…