ସମ୍ କୋଭିଡ୍ ହସ୍ପିଟାଲ୍ରେ ଗୁରୁତର…
ଭୁବନେଶ୍ୱର: ସମ୍ କୋଭିଡ ହସ୍ପିଟାଲ୍ରୁ ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିବାର ତାଲିକା ବେଶ ଲମ୍ବା। ଅନେକ ଗୁରୁତର ବ୍ୟକ୍ତି ସୁସ୍ଥ ହେଉଥିବା ବେଳେ ଭେଂଟିଲେଟର୍ରୁ ବାହାରି ସମ୍ପୂର୍ଣ୍ଣ ଭଲ ହୋଇ ଫେରିବାର ମଧ୍ୟ ଅନେକ ନଜିର ରହିଛି। ଏପରିକି ପରିଣତ ବୟସରେ ପହଂଚିଥିବା ଅନେକ ବୟୋଜ୍ୟେଷ୍ଠ…