ସମ୍ ଅଲ୍ଟିମେଟ ମେଡିକାୟରରେ ବ୍ଲାକ ଫଙ୍ଗସ…
ଭୁବନେଶ୍ୱର: ବ୍ଲାକ ଫଙ୍ଗସରେ ପୀଡିତ ଥିବା ଜଣେ ୪୪ ବର୍ଷୀୟ ବ୍ୟକ୍ତି ସମ୍ ଅଲ୍ଟିମେଟ ମେଡିକେୟାରରେ ସଫଳ ଚିକିତ୍ସା ପାଇବା ଯୋଗୁଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସମ୍ରେ ଅସ୍ତ୍ରୋପଚାର ଦ୍ୱାରା ତାଙ୍କୁ ସୁସ୍ଥ କରାଯାଇଛି।
ଗଞ୍ଜାମ ଅଞ୍ଚଳର ଏହି ବ୍ୟକ୍ତି ଜଣକ କରୋନା ସଂକ୍ରମିତ ହୋଇ ସମ୍ କୋଭିଡ…