ବିଜେଡିରେ ମିିଶିଲେ ପ୍ରଦେଶ କଂଗ୍ରେସ…
ଭୁବନେଶ୍ୱର: ଦଳୀୟ ଟିକେଟରୁ ବଞ୍ଚିତ ହେବାପରେ ପ୍ରଦେଶ କଂଗ୍ରେସ ସଭାନେତ୍ରୀ ସୁମିତ୍ରା ଜେନା ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। କଂଗ୍ରେସରୁ ଇସ୍ତଫା ଦେବାର ୨୪ଘଣ୍ଟା ନପୁରୁଣୁ ସେ ବିଜେଡିରେ ଯୋଗ ଦେଇଛନ୍ତି।
ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ…