ଏଥର ବଢ଼ିବନି ସୁନାବେଶ ଦର୍ଶନ ସମୟ, ରାତି…
ଓଏଲ୍ ବ୍ୟୁରୋ: ଶ୍ରୀଜିଉଙ୍କ ସୁନାବେଶ ଦେଖିବା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଆଉ ମାତ୍ର କିଛି ସମୟର ଅପେକ୍ଷା ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀବିଗ୍ରହ। ଦାରୁଦିଅଁଙ୍କ ଏହି ଅପୂର୍ବ ସୁନା ବେଶ ଦେଖିବା ପାଇଁ ପୁରୀକୁ ଚାରିଆଡ଼ୁ ଛୁଟିଲେଣି ଶ୍ରଦ୍ଧାଳୁ ଓ ଭକ୍ତ।ସନ୍ଧ୍ୟା ପ୍ରାୟ ୫ଟା ବେଳକୁ ସୁନାବେଶ…