Odisha Link
Bridging the Missing Links in Odisha
Browsing Tag

SUPERME COURT

ଅନୁକୁଳଚନ୍ଦ୍ରଙ୍କୁ ଠାକୁର ଘୋଷଣା ପାଇଁ…

ଓଏଲ୍‌ ବ୍ୟୁରୋ: ସୋମବାର ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କୁ ‘ପରମାତ୍ମା’ ଘୋଷଣା କରିବା ପାଇଁ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ହୋଇଥିଲା। ସୋମବାର ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରି ଆବେଦନକାରୀଙ୍କୁ ଭର୍ତ୍ସନା କରିଛନ୍ତି। ଏଥିସହିତ ଆବେଦନକାରୀଙ୍କ ଉପରେ ସର୍ବୋଚ୍ଚ ଅଦାଲତ ୧ ଲକ୍ଷ…

ବିଚାରପତି ନିଯୁକ୍ତିରେ କେନ୍ଦ୍ର…

ଓଏଲ୍‌ ବ୍ୟୁରୋ: ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ। କଲେଜିୟମ୍‌ ଦ୍ବାରା ହୋଇଥିବା ବିଚାରପତି ନିଯୁକ୍ତି ସୁପାରିଶକୁ କେନ୍ଦ୍ର ସରକାର ବିଳମ୍ବ କରୁଥିବାକୁ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। କଲେଜିୟମର ସୁପାରିଶକୁ ଗ୍ରହଣ କରୁନାହାନ୍ତି କେନ୍ଦ୍ର ସରକାର। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ…

EWS ସଂରକ୍ଷିତ କୋଟା ପ୍ରସଙ୍ଗ: ଆର୍ଥିକ…

ଓଏଲ୍‌ ବ୍ୟୁରୋ: ସରକାରୀ ଚାକିରୀ ଓ ଶିକ୍ଷା କ୍ଷେତ୍ରରେ କୋଟାକୁ ନେଇ ନିଷ୍ପତି ଶୁଣାଇଲେ ସୁପ୍ରିମ କୋର୍ଟ। ଆର୍ଥିକ ଅନଗ୍ରସର ବର୍ଗଙ୍କ ସଂରକ୍ଷଣ ମାମଲାର ଆଜି ଆସିଲା ସାମ୍ବିଧାନିକ ରାୟ। ସରକାରୀ ଚାକିରି ଓ ଶିକ୍ଷା କ୍ଷେତ୍ରରେ ଆର୍ଥିକ ଓ ଅନଗ୍ରସର ଲୋକଙ୍କ ପାଇଁ ଲାଗିଲା ମୋହର। ୫ ଜଣିଆ ଖଣ୍ଡପୀଠରୁ ୪ ଜଣ…

ଟେଲିକମ୍‌ କମ୍ପାନୀଙ୍କୁ ଆଶ୍ବସ୍ତି, AGR…

ନୂଆଦିଲ୍ଲୀ: ଟେଲିକମ୍ କମ୍ପାନୀଗୁଡ଼ିକୁ ବଡ଼ ଆଶ୍ବସ୍ତି। ଆଡଜଷ୍ଟଡ୍ ଗ୍ରସ ରେଭେନ୍ୟୁ (ଏଜିଆର) ମାମଲାରେ ଆଜି ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି। ପୂର୍ବରୁ ଅନେକ ଟେଲିକମ କମ୍ପାନିଗୁଡ଼ିକ ଏଜିଆର ଦେୟ ଦେବା ପାଇଁ ୧୫-୨୦ବର୍ଷ ସମୟ ମାଗିଥିବା ବେଳେ ସୁପ୍ରିମକୋର୍ଟ ସେମାନଙ୍କୁ ୧୦ବର୍ଷ ସମୟ ଦେଇଛନ୍ତି। ଏବେ…

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ:…

ନୂଆଦିଲ୍ଲୀ: ୟୁଜି, ପିଜି ପରୀକ୍ଷାକୁ ନେଇ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିକୋର୍ଟ। ପୂର୍ବ ଧାର୍ଯ୍ୟ ସମୟ ଅନୁସାରେ ହେବ ୟୁଜି, ପିଜି ପରୀକ୍ଷା। ଆଜି ସୁପ୍ରିମକୋର୍ଟ ୟୁଜି, ପିଜି ପରୀକ୍ଷା ପ୍ରସଙ୍ଗକୁ ନେଇ କହିଛନ୍ତି ଯେ, ବିନା ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଉତ୍ତୀର୍ଣ୍ଣ କରିହେବନି। କରୋନା…

ମହରମ ଶୋଭାଯାତ୍ରାକୁ ସୁପ୍ରିମକୋର୍ଟଙ୍କ…

ନୂଆଦିଲ୍ଲୀ: ସମଗ୍ର ଦେଶରେ ମହରମ ଶୋଭାଯାତ୍ରାକୁ ଅନୁମତି ଦେବା ପାଇଁ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ପିଆଇଏଲକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ଏଭଳି ନିର୍ଦ୍ଦେଶ ଦେବୁ ନାହିଁ ଯାହା ଫଳରେ କି ବହୁ ସଂଖ୍ୟକ ଲୋକଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦ ସୃଷ୍ଟି କରିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି।…

NEET-JEE ପରୀକ୍ଷା ପ୍ରସଙ୍ଗ:…

ନୂଆଦିଲ୍ଲୀ: ବର୍ତ୍ତମାନ ଦେଶରେ ଜୋର ଧରିଛି NEET-JEE ପରୀକ୍ଷା ପ୍ରସଙ୍ଗ। ଆଜି କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ NEET-JEE ପରୀକ୍ଷାକୁ ନେଇ ଚର୍ଚ୍ଚା ହୋଇଥିଲା। ବୈଠକରେ ଅଣ ବିଜେପି ଶାସିତ ୭ ରାଜ୍ୟର ମୁଖ୍ୟମନ୍ତ୍ରୀ ସେପ୍ଟେମ୍ବରରେ ହେବାକୁ ଥିବା NEET-JEE…

ସୁଶାନ୍ତ ମୃତ୍ୟୁ ମାମଲାର ତଦନ୍ତ କିଏ…

ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୨ମାସ ବିତି ସାରିଛି। ହେଲେ ଏବେ ସୁଦ୍ଧା ସୁଶାନ୍ତଙ୍କ ମୃତ୍ୟୁ ପଛରେ କିଏ ଅଛି ତାହା ଜଣା ପଡ଼ିନାହିଁ। ଏଭଳିକି ଏହି ମାମଲାର ଯାଞ୍ଚ କିଏ କରିବ ତାହା ସ୍ଥିର ହୋଇପାରୁନାହିଁ। ଯାହା ଫଳରେ ସୁଶାନ୍ତଙ୍କ ଆତ୍ମହତ୍ୟାର କାରଣ ଜଣା ପଡ଼ିପାରୁ…

ସୁଶାନ୍ତ ମୃତ୍ୟୁ ମାମଲା:ସୁପ୍ରିକୋର୍ଟରେ…

ମୁମ୍ବାଇ: ବଲିଉଡ ଷ୍ଟାର ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ତଦନ୍ତ ଚାଲିଛି। ସିବିଆଇ ଓ ଇଡି ମିଳିତ ଭାବେ ଏହି ମାମଲାର ତଦନ୍ତ ଚଲାଇଛନ୍ତି। ମହାରାଷ୍ଟ୍ର ସରକାର ଆଜି ସୁପ୍ରିମକୋର୍ଟରେ ଜବାବ ରଖିଛନ୍ତି। ଏଥିସହିତ ସିବିଆଇ ତଦନ୍ତକୁ ବିରୋଧ କରିଛନ୍ତି ମହାରାଷ୍ଟ୍ର ସରକାର। ମହାରାଷ୍ଟ୍ର ସରକାରଙ୍କ…

ରାଜସ୍ଥାନ ରାଜନୀତି: ସୁପ୍ରିମକୋର୍ଟରୁ…

ନୂଆଦିଲ୍ଲୀ: ରାଜସ୍ଥାନ ରାଜନୀତିରେ ହଟଚମଟ ଜାରି ରହିଛି। ଲାଗି ରହିଥିବା ରାଜନୈତିକ ସଙ୍କଟରେ ଦିନକୁ ଦିନ ନୂଆ ମୋଡ଼ ଆସିବାରେ ଲାଗିଛି। ଆଜି ରାଜସ୍ଥାନ ରାଜନୀତିକୁ ନେଇ ରାଜସ୍ଥାନ ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ମାମଲାର ଶୁଣାଣି ହେବ। ହେଲେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଓ ରାଜ୍ୟପାଳ କଲରାଜ ମିଶ୍ରଙ୍କ…