ସମଲିଙ୍ଗୀ ସମ୍ପର୍କକୁ ମିଳିଲାନି…
ଓଏଲ୍ ବ୍ୟୁରୋ: ସମଲିଙ୍ଗୀ ସମ୍ପର୍କକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି କରାଯାଇଛି। ସମଲିଙ୍ଗୀ ବିବାହ ଆଇନଗତ ସ୍ୱୀକୃତି ମିଳିବ କି ନାହିଁ ତାହା ଉପରେ ଶୁଣାଣି ହେବାକୁ ଥିବା ବେଳେ ଏନେଇ ଶୁଣାଣି ଶେଷ ହୋଇଛି। ଦୀର୍ଘଦିନ ଧରି ଚାଲିଥିବା କଳ୍ପନାଜଳ୍ପନାର ଅବସାନ ଘଟିଛି। ଆଜି ସମଲିଙ୍ଗୀ ବିବାହର ଆଇନଗତ…