ପ୍ରଶାନ୍ତ ଭୂଷଣଙ୍କୁ ଦୋଷୀ ସାବ୍ୟସ୍ତ…
ନୂଆଦିଲ୍ଲୀ: ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଓକିଲ ପ୍ରଶାନ୍ତ ଭୂଷଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସୁପ୍ରିମକୋର୍ଟ। ଆକ୍ଷେପମୂଳକ ଟୁଇଟ୍ ମାମଲାରେ ନିଜ ଆଡ଼ୁ ମାମଲା ଗ୍ରହଣ କରି ସୁପ୍ରିମକୋର୍ଟ ପ୍ରଶାନ୍ତ ଭୂଷଣଙ୍କୁ କୋର୍ଟ ଅବମାନନା ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ଅପରାଧ ନିମନ୍ତେ ତାଙ୍କୁ…