ପାକିସ୍ତାନ ଆମର ଦ୍ଵିତୀୟ ଘର: ତାଲିବାନ
ନୂଆଦିଲ୍ଲୀ: ଦିନକୁ ଦିନ ବିଗିଡ଼ିବାରେ ଲାଗିଛି ଆଫଗାନିସ୍ତାନର ସ୍ଥିତି। ଆଫଗାନିସ୍ତାନ କବ୍ଜା କରିବା ପରେ ତାଲିବାନ ଏବେ ସରକାର ଗଠନ କରିବା ଆରମ୍ଭ କରିଛି। ଏସବୁ ମଧ୍ୟରେ ତାଲିବାନ ମୁଖପାତ୍ର ଜବିଉଲ୍ଲା ମୁଜାହିଦ କହିଛନ୍ତି ତାଲିବାନ ପାକିସ୍ତାନକୁ ନିଜର ଦ୍ଵିତୀୟ ଘର ମାନିଥାଏ। ଆଫଗାନିସ୍ତାନର ମାଟି…