ସକାଳୁ ସକାଳୁ ୩୬ ଡିଗ୍ରୀ ଛୁଇଁଲାଣି…
ଓଏଲ୍ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୦ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନି ବର୍ଷା। ଆଜିବି ସକାଳୁ ଅସହ୍ୟ ତାତି ଅନୁଭୂତ ହୋଇଛି। ସକାଳ ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଛୁଇଁଛି ପାରଦ। ୩୬ ଡିଗ୍ରୀ ସହିତ ତାଳଚେର ସବୁଠୁ ଉତ୍ତପ୍ତ ସହର ପାଲଟିଛି।
ସେହିପରି ସକାଲ ସାଢ଼େ ୮ଟା…