ଆସନ୍ତା ୨୪ରେ ଆସିବ ସୁଭଦ୍ରାର ତୃତୀୟ…
ଓଏଲ୍ ବ୍ୟୁରୋ: ଆସନ୍ତା ୨୪ରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ପ୍ରାୟ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସୁନ୍ଦରଗଡ଼ରେ ମିଳିବ ତୃତୀୟ ପର୍ଯ୍ୟାୟ ଟଙ୍କା।
ଏହା ପୂର୍ବରୁ…