କାଳବୈଶାଖୀ ଆଶଙ୍କା, ୧୩ ଜିଲ୍ଲାକୁ ୟେଲୋ…
ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଂଚଳରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ଆସନ୍ତା ୨୪ ଘଣ୍ଟା ରାଜ୍ୟର ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।…