୩ ଗୁଣା ବଢିଲା ପ୍ଲାଟଫର୍ମ ଟିକେଟର ଦାମ୍
ନୂଆଦିଲ୍ଲୀ: ବୃଦ୍ଧି ପାଇଲା ପ୍ଲାଟଫର୍ମ ଟିକେଟର ଦାମ୍। ପୂର୍ବାପେକ୍ଷା ୩ ଗୁଣା ବଢିଲା ଦାମ୍ ଟିକେଟର ଦାମ୍ । ଏହା ଦିଲ୍ଲୀର ପ୍ରମୁଖ ଷ୍ଟେସନରେ ଆରମ୍ଭ କରାଯାଇଛି।
ପୂର୍ବରୁ ଗୋଟିଏ ପ୍ଲାଟଫର୍ମ ଟିକେଟ୍ ପାଇଁ ୧୦ ଟଙ୍କା ଖର୍ଚ୍ଚ କରିବାକୁ ପଡୁଥିବା ବେଳେ ଏବେ ୩୦ ଟଙ୍କା ଦେବାକୁ ହେବ । ୨୦୨୦ରେ କରୋନା…