Odisha Link
Bridging the Missing Links in Odisha
Browsing Tag

Timi

ତିମି ମାଛର ମୃତଦେହ ଉଦ୍ଧାର

କୋଣାର୍କ: ପୁରୀ ଜିଲ୍ଲା ଅସ୍ତରଙ୍ଗର ଗୁଣ୍ଡଳବା ନିକଟ ସମୁଦ୍ର କୂଳରେ ଏକ ବିଶାଳକାୟ ତିମି ମାଛର ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ସନ୍ଧ୍ୟାରେ ମୃତଦେହ ଦେଖି ସ୍ଥାନୀୟ ଲୋକେ ବନବିଭାଗକୁ ଖବର ଦେଇଥିଲେ। ଆଜି ସକାଳୁ ଅସ୍ତରଙ୍ଗ ବନ କର୍ମଚାରୀ ପହଞ୍ଚି ତିମି ମାଛର ମୃତ୍ୟୁ ସମ୍ପର୍କରେ ଅନୁଧ୍ୟାନ…