ପ୍ରଶାନ୍ତ ମହାସାଗରରେ ଭୂକମ୍ପ ଝଟକା,…
ୱାଶିଂଟନ: ଦକ୍ଷିଣ ପ୍ରଶାନ୍ତ ମହାସାଗରରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୂକମ୍ପ ଝଟକାର ତୀବ୍ରତା ରିକ୍ଟର ସ୍କେଲରେ ୭.୭ ରେକର୍ଡ ହୋଇଛି। ଭୂମିକମ୍ପ ଅନୁଭୂତ ହେବା ପରେ ସୁନାମୀ ନେଇ ଆଲର୍ଟ ଜାରି ହୋଇଛି। ନ୍ୟୁଜିଲ୍ୟାଣ୍ଡ, ଅଷ୍ଟ୍ରେଲିଆ ଓ ଇଣ୍ଡୋନେସିଆରେ ସୁନାମି ଆଲର୍ଟ ଜାରି କରାଯାଇଛି।…