ବେରୋଜଗାର ପ୍ରତିବାଦରେ ଯୁବମୋର୍ଚ୍ଚା
ଭୁବନେଶ୍ୱର : ଦୀର୍ଘ ୨୦ ବର୍ଷ ଶାସନ ପରେ ଓଡିଆ ଯୁବକଙ୍କୁ ସରକାର ଧୋକ୍କା ଦେବା ସହ ପ୍ରତାରିତ କରିଛନ୍ତି । ରାଜ୍ୟ ସରକାରଙ୍କ ଅପରାଗତ ପାଇଁ ଆଜି ଓଡିଶା ବେରୋଜଗାରୀ ଏବଂ ବେକାରୀରେ ୧ ନମ୍ବର ସ୍ଥାନରେ ରହିଛି ।
୨୦୦୯ରୁ ଆଜି ଯାଏଁ ଦୀର୍ଘ ୧୦ ବର୍ଷ ଭିତରେ ରାଜ୍ୟର ଏମ୍ପଲୟମେଂଟ ଏକ୍ସଚେଂଜରେ ୨୨ ଲକ୍ଷ ୫୭…