ସମଗ୍ର ଭାରତବର୍ଷରେ ଅପାର ସମ୍ଭାବନାର…
ଭୁବନେଶ୍ୱର: ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷାଭିତିକ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା। ଏକ ମହାନ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ରଖି ମହାପୁରୁଷମାନେ ସୀମା ହୀନ, ଜାତିହୀନ ଓ ଭାଷାହୀନ ଖଣ୍ଡ ବିଖଣ୍ଡିତ ଓଡ଼ିଶାକୁ ଏକାଠି କରିଥିଲେ। ବିଚ୍ଛିନ୍ନ ଓଡ଼ିଶାକୁ ଏକତ୍ର କରିବା ପାଇଁ ମହାପୁରୁଷମାନେ ଯେଉଁ ଉଦ୍ୟମ କରିଥିଲେ,…