ଉତ୍ତରପ୍ରଦେଶ ଡିଜିପିଙ୍କୁ ଜାତୀୟ…
ଲକ୍ଷ୍ନୌ: ନାଗରିକତା ସଂଶୋଧନ ଆଇନ(ସିଏଏ) ବିରୋଧରେ ଉତ୍ତର ପ୍ରଦେଶରେ ହୋଇଥିବା ହିଂସାକାଣ୍ଡରେ ୧୭ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ(ଏନଏଚଆରସି) ରାଜ୍ୟ ପୁଲିସ ମହାନିର୍ଦେଶକ(ଡିଜିପି) ଓମ୍ ପ୍ରକାଶ ସିଂହଙ୍କୁ ନୋଟିସ ଜାରି କରିଛନ୍ତି। ୪ ସପ୍ତାହ ମଧ୍ୟରେ ଜବାବ…